28.1 C
Bhubaneswar
Friday, August 28, 2026
Homeଓଡିଶାଆରବ ସାଗରରେ ବାତ୍ୟା ଆଶଙ୍କା

ଆରବ ସାଗରରେ ବାତ୍ୟା ଆଶଙ୍କା

ଭୁବନେଶ୍ୱର: ସମୁଦ୍ର ମଝିରେ ଦାନା ବାନ୍ଧୁଛି ବାତ୍ୟା। ଆରବ ସାଗରରେ ବାତ୍ୟା ଆଶଙ୍କା। ଉତ୍ତର-ପୂର୍ବ ଆରବ ସାଗରରେ ଗଭୀର ଅବପାତ ସକ୍ରିୟ ଥିବା ବେଳେ, ଏହା ଆଗାମୀ ୧୨ ଘଣ୍ଟାରେ ଘୂର୍ଣ୍ଣିଝଡ଼ର ରୂପ ନେଇପାରେ। ଏହା ପଶ୍ଚିମ-ଦକ୍ଷିଣ ପଶ୍ଚିମ ଦିଗରେ ଗତି କରିବ। ଫଳରେ ଚଳିତ ବାତ୍ୟା ଋତୁର ପ୍ରଥମ ବାତ୍ୟା ଆଶଙ୍କା ଦେଖାଦେଇଛି । ୨୪ ଘଣ୍ଟାରେ ଏହା ଆହୁରି ଘନୀଭୂତ ହୋଇ ଭୀଷଣ ବାତ୍ୟାର ରୂପ ନେବ ବୋଲି ଆକଳନ କରିଛି ପାଣିପାଗ ବିଭାଗ। ଏହି ଭୀଷଣ ବାତ୍ୟା ଆସନ୍ତାକାଲି ସୁଦ୍ଧା ଓମାନ୍ କିମ୍ୱା ୟେମେନ୍ ମୁହାଁ ହେବ ବୋଲି ପୂର୍ବାନୁମାନ କରାଯାଇଛି।

5,005FansLike
2,475FollowersFollow
12,700SubscribersSubscribe

HOT NEWS

Breaking