30.1 C
Bhubaneswar
Wednesday, April 24, 2024
Homeଓଡିଶାଘୂର୍ଣ୍ଣିବଳୟ ଲଘୁଚାପ କ୍ଷେତ୍ରରେ ପରିଣତ

ଘୂର୍ଣ୍ଣିବଳୟ ଲଘୁଚାପ କ୍ଷେତ୍ରରେ ପରିଣତ

ଭୁବନେଶ୍ୱର: ଲଘୁଚାପ କ୍ଷେତ୍ରରେ ପରିଣତ ହେଲା ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଘୁର୍ଣ୍ଣିବଳୟ । ୨୪ ଘଣ୍ଟାରେ ଆହୁରି ଅଧିକ ଘନୀଭୂତ ହେବ ଲଘୁଚାପ କ୍ଷେତ୍ର । ପଶ୍ଚିମବଙ୍ଗ ନିକଟବର୍ତୀ ଥିବାରୁ ଉତ୍ତର ପଶ୍ଚିମ ଭାଗରେ ପ୍ରଭାବ ଅଧିକ ପଡିବ । କାଲି ଉତ୍ତର ଓଡିଶାରେ ହାଲୁକାରୁ ମଧ୍ୟମ ଧରଣର ବର୍ଷା ହେବାର ସମ୍ଭାବନା ରହିଛି । ଅତିପ୍ରବଳ ବର୍ଷା ନେଇ ସୁନ୍ଦରଗଡ, କେନ୍ଦୁଝର, ମୟୁରଭଂଜକୁ ଅରେଂଜ ୱାର୍ଣ୍ଣିଂ ଜାରି କରାଯାଇଛି । ୬ ଜିଲ୍ଲାରେ ପ୍ରବଳ ବର୍ଷା ସମ୍ଭାବନା ରହିଥିବା ବେଳେ ତଳିଆ ଅଂଚଳରେ ପାଣି ଜମିପାରେ ବୋଲି ଆଶଙ୍କା କରାଯାଉଛି । ଏନେଇ ଭୁବନେଶ୍ୱର ଆଂଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ସୂଚନା ମିଳିଛି ।

LEAVE A REPLY

Please enter your comment!
Please enter your name here

5,005FansLike
2,475FollowersFollow
12,700SubscribersSubscribe

Most Popular

HOT NEWS

Breaking