21.1 C
Bhubaneswar
Sunday, December 7, 2025
Homeଓଡିଶାବାତ୍ୟା; ଆମେ ପ୍ରସ୍ତୁତ ଅଛୁ: ସୁରେଶ ପୂଜାରୀ

ବାତ୍ୟା; ଆମେ ପ୍ରସ୍ତୁତ ଅଛୁ: ସୁରେଶ ପୂଜାରୀ

ଭୁବନେଶ୍ୱର: ସମ୍ବାବ୍ୟ ବାତ୍ୟାକୁ ନେଇ ରାଜସ୍ୱ ମନ୍ତ୍ରୀ ସୁରେଶ ପୂଜାରୀ ପ୍ରତିକ୍ରିୟା ରଖିଛନ୍ତି । କହିଛନ୍ତି , ଯେକୌଣସି ପରିସ୍ଥିତିର ମୁକାବିଲା ପାଇଁ ଆମେ ପ୍ରସ୍ତୁତ ଅଛୁ । ଓଡିଶା ପ୍ରାକୃତିକ ବିପର୍ଯ୍ୟୟ ପ୍ରବଣ ରାଜ୍ୟ, ଆମେ ସବୁବେଳେ ପ୍ରସ୍ତୁତ ଅଛୁ । କୃଷି ଓ ଶକ୍ତି ବିଭାଗ ସହ ଯୋଗାଯୋଗରେ ଅଛୁ ।  ବଙ୍ଗୋପସାଗରରେ ଲଘୁଚାପ ସୃଷ୍ଟି ହୋଇସାରିଛି । ମଧ୍ୟମରୁ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି । ଦକ୍ଷିଣ , ଆଭ୍ୟନ୍ତରୀଣ ଓ ପଶ୍ଚିମ ଓଡିଶାରେ ବର୍ଷା ହେବ । ଏନେଇ ସ୍ୱାସ୍ଥ୍ୟ ବିଭାଗକୁ ସଜାଗ ରହିବାକୁ କୁହାଯାଇଛି ।

LEAVE A REPLY

Please enter your comment!
Please enter your name here

5,005FansLike
2,475FollowersFollow
12,700SubscribersSubscribe

Most Popular

HOT NEWS

Breaking