31.1 C
Bhubaneswar
Friday, May 10, 2024
Homeଓଡିଶାରବିବାର ସୁଦ୍ଧା ଆଣ୍ଡାମାନ ସାଗରରେ ସୃଷ୍ଟି ହେବ ଘୂର୍ଣ୍ଣିବଳୟ, ଆସନ୍ତା ୫ ସୁଦ୍ଧା ନେବ ଲଘୁଚାପର...

ରବିବାର ସୁଦ୍ଧା ଆଣ୍ଡାମାନ ସାଗରରେ ସୃଷ୍ଟି ହେବ ଘୂର୍ଣ୍ଣିବଳୟ, ଆସନ୍ତା ୫ ସୁଦ୍ଧା ନେବ ଲଘୁଚାପର ରୂପ

ଭୁବନେଶ୍ୱର: ଆସନ୍ତା ୫ ତାରିଖ ବେଳକୁ ଆଉ ଏକ ଲଘୁଚାପ । ରବିବାର ସୁଦ୍ଧା ଆଣ୍ଡାମାନ ସାଗରରେ ସୃଷ୍ଟି ହେବ ଘୂର୍ଣ୍ଣିବଳୟ । ୫ ତାରିଖରେ ଲଘୁଚାପର ରୂପ ନେବ । ସ୍କାଏମେଟର ଆକଳନ, ଅବପାତରେ ପରିଣତରେ ହୋଇପାରେ ଲୋ ପ୍ରେସର। ତେବେ ଏହା ସାମୁଦ୍ରିକ ଝଡ଼ର ରୂପ ନେବାର କୌଣସି ସମ୍ଭାବନା ନଥିବା ସୂଚନା ଦେଇଛି ସ୍କାଏମେଟ୍‌। ଆଣ୍ଡାମାନ ନିକୋବର ଦ୍ୱୀପରେ ହାଲୁକାରୁ ମଧ୍ୟମ ଧରଣର ବର୍ଷା ନେଇ ପୂର୍ବାନୁମାନ କରିଛି ଭାରତୀୟ ପାଣିପାଗ ବିଭାଗ। ଏହା ସହ କେରଳ, କର୍ଣ୍ଣାଟକ, ତାମିଲନାଡୁ, ତେଲଙ୍ଗାନା ଓ ଆନ୍ଧ୍ରପ୍ରଦେଶରେ ମଧ୍ୟ ବର୍ଷାର ପୂର୍ବାନୁମାନ ହୋଇଛି।

 

LEAVE A REPLY

Please enter your comment!
Please enter your name here

5,005FansLike
2,475FollowersFollow
12,700SubscribersSubscribe

Most Popular

HOT NEWS

Breaking