40.1 C
Bhubaneswar
Thursday, April 25, 2024
Homeଓଡିଶାବାଲେଶ୍ୱର ପାଖାପାଖି ଲ୍ୟାଣ୍ଡଫଲ

ବାଲେଶ୍ୱର ପାଖାପାଖି ଲ୍ୟାଣ୍ଡଫଲ

ଭୁବନେଶ୍ୱର: ବାତ୍ୟା ୟାସ ସଂପର୍କରେ ଭୁବନେଶ୍ୱର ପାଣିପାଗ କେନ୍ଦ୍ର ସୂଚନା ପ୍ରଦାନ କରି କହିଛି ଯେ, ୨୬ ତାରିଖ ମଧ୍ୟାହ୍ନରେ ବାତ୍ୟା ସ୍ଥଳଭାଗ ଛୁଇଁବ ।  ପାରାଦୀପ- ସାଗର ଦ୍ୱୀପ ମଝିରେ ଲ୍ୟାଣ୍ଡଫଲ କରିବ । ବାଲେଶ୍ୱର ପାଖାପାଖି ଲ୍ୟାଣ୍ଡଫଲ ବୋଲି ଭୁବନେଶ୍ୱର ପାଣିପାଗ କେନ୍ଦ୍ର ନିର୍ଦ୍ଦେଶକ ଏଚ.ଆର ବିଶ୍ୱାସ ସୂଚନା ଦେଇଛନ୍ତିି ।
ବର୍ତମାନ ୟାସ ପାରାଦୀପରୁ ୫୦୦ କିମି ଦୂରରେ ରହିଛି । ସମୁଦ୍ରରେ ପବନର ବେଗ ୬୫ରୁ ୮୫ କିମି ଭିତରେ ରହିଛି ।  ଆଜି ଭୀଷଣ ବାତ୍ୟାର ରୂପ ନେବ ଏବଂ କାଲି ଅତି ଭୀଷଣରେ ପରିଣତ ହେବ । ୨୬ ତାରିଖ ଦ୍ୱିପ୍ରହରରେ ପାରାଦୀପ-ସାଗରଦ୍ୱୀପ ମଧ୍ୟରେ ଲ୍ୟାଣ୍ଡଫଲ କରିବ ।

LEAVE A REPLY

Please enter your comment!
Please enter your name here

5,005FansLike
2,475FollowersFollow
12,700SubscribersSubscribe

Most Popular

HOT NEWS

Breaking