29.4 C
Bhubaneswar
Thursday, April 18, 2024
Homeମନୋରଞ୍ଜନଆଶା ପାରେଖଙ୍କୁ ଦାଦା ସାହେବ ଫାଲକେ ଆୱାର୍ଡ

ଆଶା ପାରେଖଙ୍କୁ ଦାଦା ସାହେବ ଫାଲକେ ଆୱାର୍ଡ

ନୂଆଦିଲ୍ଲୀ: ମୁମ୍ବାଇଠାରେ ପ୍ରତିଷ୍ଠିତ ଦାଦା ସାହେବ ଫାଲକେ ଅନ୍ତର୍ଜାତୀୟ ଫିଲ୍ମ ପୁରସ୍କାର ୨୦୨୨ ଘୋଷଣା କରାଯାଇଛି । ଭେଟେରାନ ଅଭିନେତ୍ରୀ ଆଶା ପାରେଖଙ୍କୁ ଫିଲ୍ମ ଜଗତରେ ଉଲ୍ଲେଖନୀୟ ଅବଦାନ ପାଇଁ ଦାଦା ସାହେବ ଫାଲକେ ଆୱାର୍ଡ ପ୍ରଦାନ କରାଯାଇଛି । ଏହି ସମାରୋହରେ ମୋଟ ୨୮ ବର୍ଗରେ ପୁରସ୍କାର ପ୍ରଦାନ କରାଯାଇଛି ।

ଡକାୟତିଙ୍କ ଆକ୍ରମଣରେ ଗୃହକର୍ତ୍ତାଙ୍କ ଗଲା ଜୀବନ

LEAVE A REPLY

Please enter your comment!
Please enter your name here

5,005FansLike
2,475FollowersFollow
12,700SubscribersSubscribe

Most Popular

HOT NEWS

Breaking