ଦେଶରେ ଦୈନିକ କରୋନା ସଂକ୍ରମଣ ୫ ହଜାର ଟପିଲା

ଭୁବନେଶ୍ୱର: ଦେଶରେ ଦୈନିକ କରୋନା ସଂକ୍ରମଣ ୫ ହଜାର ଟପିଲା । ଦେଶରେ ଦିନକରେ ୫ ହଜାର ୩୩୫ କରୋନା ପଜିଟିଭ ଚିହ୍ନଟ ହୋଇଛି । ଗତକାଲି ଅପେକ୍ଷା ୨୦% ଅଧିକ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । କରୋନାରେ ଏବେ ସୁଦ୍ଧା ୨୫ ହଜାର ୫୮୭ ରୋଗୀ ଚିକିତ୍ସାଧୀନ ଅବସ୍ଥାରେ ରହିଛନ୍ତି । ୨୪ ଘଣ୍ଟାରେ ଚିହ୍ନଟ ହୋଇଥିବା ୪,୪୩୫ ନୂତନ ଆକ୍ରାନ୍ତଙ୍କୁ ମିଶାଇ ଦେଶରେ ସମୁଦାୟ ସଂକ୍ରମିତଙ୍କ ସଂଖ୍ୟା ୫ ହଜାର ଟପିଲା ଦୈନିକ କରୋନା … Continue reading ଦେଶରେ ଦୈନିକ କରୋନା ସଂକ୍ରମଣ ୫ ହଜାର ଟପିଲା