ଭୁବନେଶ୍ୱର : ଅଦିନିଆ ବର୍ଷାକୁ ପ୍ରାକୃତିକ ବିପର୍ୟ୍ୟୟ ଘୋଷଣା କରିଛନ୍ତି ମୁଖ୍ୟମନ୍ତ୍ରୀ । ପ୍ରାକୃତିକ ବିପଯ୍ୟୟ ଘୋଷଣା କଲେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ । ଏସଡିଆରଏଫ ଫଣ୍ଡରୁ ଚାଶୀଙ୍କୁ ସମସ୍ତ କ୍ଷତିପୂରଣ ଦିଆଯିବ । ୬ ଲକ୍ଷ ୬୬ ହଜାର ୭୦୨ ଜଣ ଚାଷୀ କ୍ଷତିଗ୍ରସ୍ତ ହୋଇଛନ୍ତି । ସେମାନଙ୍କ ୨ ଲକ୍ଷ ୨୬ ହଜାର ୭୯୧ ହେକ୍ଟର ଜମିରେ କ୍ଷତିଗ୍ରସ୍ତ ହୋଇଛି । ମୁଖ୍ୟମନ୍ତ୍ରୀ କହିଛନ୍ତି ୩୩ ପ୍ରତିଶତରୁ ଅଧିକ କ୍ଷୟକ୍ଷତି ହଇଥିବା ଚାଷୀଙ୍କୁ ମିଳିବ କ୍ଷତିପୂରଣ । ଆଜିଠୁ ଡିବିଟି ଜରିଆରେ ଚାଷୀଙ୍କ ଆକାଉଣ୍ଟକୁ ଯାଉଛି ଟଙ୍କା ।