16.1 C
Bhubaneswar
Wednesday, January 14, 2026
Homeଓଡିଶାଶ୍ରୀମନ୍ଦିର ଭିତରୁ ଡାଲ୍‌ଡା ଘିଅ ଜବତ

ଶ୍ରୀମନ୍ଦିର ଭିତରୁ ଡାଲ୍‌ଡା ଘିଅ ଜବତ

ପୁରୀ: ଶ୍ରୀମନ୍ଦିର ଭିତରୁ ଡାଲ୍‌ଡା ଘିଅ ଜବତକରାଯାଇଛି । ଜନୈକ ମହାସୁଆର ସେବକଙ୍କୁ ପଚରାଉଚରା ଚାଲିଛିଏହି ଘଟଣା ପରେ କୌଣସି ପ୍ରକାର ବିଶୃଙ୍ଖଳାକୁ ବରଦାସ୍ତ କରାଯିବନି କହିଲେ ମୁଖ୍ୟ ପ୍ରଶାସକ ଅରବିନ୍ଦ ପାଢ଼ୀ । ଶ୍ରୀମନ୍ଦିର ଭିତରେ କେବଳ ଓମ୍‌ଫେଡ୍‌ ଘିଅ ବ୍ୟବହାର ପାଇଁ ନିର୍ଦ୍ଦେଶ ରହିଛି।

5,005FansLike
2,475FollowersFollow
12,700SubscribersSubscribe

HOT NEWS

Breaking