21.1 C
Bhubaneswar
Monday, December 8, 2025
Homeଓଡିଶା୩ ଦିନରେ କ୍ଷୟକ୍ଷତି ଆକଳନ: ରାଜସ୍ୱ ମନ୍ତ୍ରୀ

୩ ଦିନରେ କ୍ଷୟକ୍ଷତି ଆକଳନ: ରାଜସ୍ୱ ମନ୍ତ୍ରୀ

ଭୁବନେଶ୍ୱର: ଆଜିଠୁ ମୋନ୍ଥା କ୍ଷୟକ୍ଷତି ଆକଳନ କରାଯିବ । ଏନେଇ  ସୂଚନା ଦେଲେ ରାଜସ୍ୱ ମନ୍ତ୍ରୀ ସୁରେଶ ପୂଜାରୀ । ୩ ଦିନରେ କ୍ଷୟକ୍ଷତି ଆକଳନ ରିପୋର୍ଟ ଦେବାକୁ ଜିଲ୍ଲାପାଳଙ୍କୁ  ରାଜସ୍ୱ ମନ୍ତ୍ରୀ ନିର୍ଦ୍ଦେଶ ଦେଇଛନ୍ତି । ଧାନ, କପା, ପନିପରିବା ଚାଷ କ୍ଷତି ହୋଇଥିବା ସୂଚନା ଆସିଛି । ଓଡିଶା ବାତ୍ୟାରୁ ବର୍ତ୍ତିଯାଇଛି । ଆଦୌ ବିଚଳିତ ହୁଅନ୍ତୁ ନାହିଁ କହିଛନ୍ତି ମନତ୍ରୀ ସୁରେଶ ପୂଜାରୀ ।

LEAVE A REPLY

Please enter your comment!
Please enter your name here

5,005FansLike
2,475FollowersFollow
12,700SubscribersSubscribe

Most Popular

HOT NEWS

Breaking