27.1 C
Bhubaneswar
Tuesday, January 13, 2026
Homeଓଡିଶାଖୁବଶୀଘ୍ର କ୍ଷୟକ୍ଷତିର ଆକଳନ: ମନ୍ତ୍ରୀ

ଖୁବଶୀଘ୍ର କ୍ଷୟକ୍ଷତିର ଆକଳନ: ମନ୍ତ୍ରୀ

ଭୁବନେଶ୍ବର: ବାତ୍ୟା କ୍ଷୟକ୍ଷତି ନେଇ ରାଜସ୍ୱ ମନ୍ତ୍ରୀ ସୁରେଶ ପୂଜାରୀ ଏକ ସାମ୍ବାଦିକ ସମ୍ମିଳନୀ କରିଛନ୍ତି। ବାତ୍ୟା ପରେ ସମୀକ୍ଷା କରି ରାଜସ୍ବ ମନ୍ତ୍ରୀ ସୁରେଶ ପୂଜାରୀ କହିଛନ୍ତି, ଖୁବଶୀଘ୍ର କ୍ଷୟକ୍ଷତିର ଆକଳନ ହେବ | ଆସନ୍ତାକାଲି ଠାରୁ କ୍ଷୟକ୍ଷତି ଆକଳନ ପାଇଁ ଜିଲ୍ଲପାଳଙ୍କୁ ନିର୍ଦ୍ଦେଶ ଦିଆଯାଇଛି| କ୍ଷତି ହୋଇଥିବା ଶସ୍ୟ ଠିକ ଆକଳନ କରିବେ ଅଧିକାରୀ | ୭୨ ଘଣ୍ଟା ରେ ଦେବେ ରିପୋର୍ଟ | ଅଧିକ ସରକାରୀ କର୍ମଚାରୀ ଆବଶ୍ୟକ ହେଲେ ଅନ୍ୟ ଜିଲ୍ଲାରୁ କର୍ମଚାରୀଙ୍କୁ ଅଣାଯିବ | ବହୁ ଜାଗାରେ ଘର କାନ୍ଥ ପଡିଛି ସେମାନଙ୍କୁ ପଲିଥିନ ଦିଆଯାଇଛି | ଘର କ୍ଷତି ହୋଇଥିଲେ ଆକଳନ ପରେ କ୍ଷତିପୂରଣ ଦିଆଯିବ |

5,005FansLike
2,475FollowersFollow
12,700SubscribersSubscribe

HOT NEWS

Breaking