ଡ୍ୟାନ୍ସ ବାର୍ ସଂପୂର୍ଣ୍ଣ ବନ୍ଦ ହେବ : ମନ୍ତ୍ରୀ
ଭୁବନେଶ୍ୱର : ରାଜ୍ୟରେ ଡ୍ୟାନ୍ସ ବାର୍ ସଂପୂର୍ଣ୍ଣ ବନ୍ଦ ହେବ କହିଲେ ଅବକାରୀ ମନ୍ତ୍ରୀ । ଗୃହରେ ଅବକାରୀ ମନ୍ତ୍ରୀ ପୃଥ୍ୱୀରାଜ ହରିଚନ୍ଦନଙ୍କ ସୂଚନା । ଓଡିଆ ଅସ୍ମିତାକୁ ନେଇ ନୂଆ ଅବକାରୀ ନୀତି ଅଣାଯିବ । ସ୍କୁଲ, କଲେଜ, ମନ୍ଦିର ପାଖରେ ମଦ ଦୋକାନ ରହିବନି । ଶିକ୍ଷାନୁଷ୍ଠାନ ଓ ମନ୍ଦିର ଠାରୁ ଯଥେଷ୍ଟ ଦୂରରେ ରହିବ ମଦ ଦୋକାନ । ଚୋରା ମଦ କାରବାର ନେଟୱାର୍କର ମୂଳୋତ୍ପାଟନ ହେବ ।ମାନ୍ୟବର ବିଧାୟକ ଶ୍ରୀଯୁକ୍ତ ରାମ … Continue reading ଡ୍ୟାନ୍ସ ବାର୍ ସଂପୂର୍ଣ୍ଣ ବନ୍ଦ ହେବ : ମନ୍ତ୍ରୀ
Copy and paste this URL into your WordPress site to embed
Copy and paste this code into your site to embed