29.1 C
Bhubaneswar
Sunday, October 11, 2026
Homeଓଡିଶାବିଦ୍ୟୁତ ଆଘାତରେ ଗଲା ଦନ୍ତାର ଜୀବନ!

ବିଦ୍ୟୁତ ଆଘାତରେ ଗଲା ଦନ୍ତାର ଜୀବନ!

ଖୋର୍ଦ୍ଧା : ଖୋର୍ଦ୍ଧା ବନଖଣ୍ଡ ଟାଙ୍ଗି ରେଞ୍ଜ ଡମଣଭୂଇଁ ଭଣ୍ଡାରୀଝର ନିକଟରୁ ଏକ ଦନ୍ତା ହାତୀର ମୃତଦେହ ଉଦ୍ଧାର କରାଯାଇଛି। ତେବେ ହାତୀର କିପରି ମୃତ୍ୟୁ ଘଟିଲା ତାର କାରଣ ଅସ୍ପଷ୍ଟ ରହିଛି। ବିଦ୍ୟୁତ ଆଘାତରେ ହାତୀଟିର ମୃତ୍ୟୁ ଘଟିଥିବା ସନ୍ଦେହ କରାଯାଉଛି। ବନ ବିଭାଗର ତଦନ୍ତ ଜାରି ରଖିଛି। ଗତ ୨ ମାସ ତଳେ ସେହି ସ୍ଥାନରେ ଏକ ଦନ୍ତା ହାତୀର ମୃତ୍ୟୁ ହୋଇଥିଲା। ସେହିପରି କଟକ ଜିଲ୍ଲା ଆଠଗଡ଼ ବନଖଣ୍ଡ ଅନ୍ତର୍ଗତ ଖୁଣ୍ଟୁଣୀ ବନାଞ୍ଚଳ ବଣିଆବନ୍ଧ ସଂରକ୍ଷିତ ଜଙ୍ଗଲରୁ ୯ ମାସର ହାତୀ ଛୁଆର ମୃତ୍ୟୁ ଘଟିଛି।

5,005FansLike
2,475FollowersFollow
12,700SubscribersSubscribe

HOT NEWS

Breaking