29.1 C
Bhubaneswar
Sunday, June 21, 2026
Homeଓଡିଶାବନକଲାଗି ନୀତି ପାଇଁ ଆସନ୍ତାକାଲି ୫ଘଣ୍ଟା ଦର୍ଶନ ବନ୍ଦ

ବନକଲାଗି ନୀତି ପାଇଁ ଆସନ୍ତାକାଲି ୫ଘଣ୍ଟା ଦର୍ଶନ ବନ୍ଦ

ପୁରୀ: ମହାପ୍ରଭୁଙ୍କ ବନକଲାଗି ନୀତି ଆସନ୍ତାକାଲି (ବୁଧବାର) ଅନୁଷ୍ଠିତ ହେବ। ଚୈତ୍ର, ଶୁକ୍ଲ ପଞ୍ଚମୀ ତିଥିରେ ଶ୍ରୀବିଗ୍ରହମାନଙ୍କ ବନକଲାଗି ନୀତି ଅନୁଷ୍ଠିତ ହେବ। ଏଣୁ ଦ୍ବତୀୟ ଭୋଗମଣ୍ଡପ ଭୋଗ ଶେଷ ହେବା ପରେ   ଅପରାହ୍ଣ ୫ଟାରୁ ରାତି ୧୦ଟା ପର‌୍ୟ୍ୟନ୍ତ ସର୍ବସାଧାରଣ ଦର୍ଶନ ବନ୍ଦ ରହିବ। ଏହା ପରଠାରୁ ପୁଣି ମହାପ୍ରଭୁଙ୍କ ଦର୍ଶନ ବ୍ୟବସ୍ଥା ସ୍ବାଭାବିକ କରାଯିବ। ଶ୍ରୀ ଜଗନ୍ନାଥ ମନ୍ଦିର କାର‌୍ୟ୍ୟାଳୟ ପକ୍ଷରୁ ସାମାଜିକ ଗଣମାଧ୍ୟମ ‘ଏକ୍ସ’ ଜରିଆରେ ଏହି ସୂଚନା ଦିଆଯାଇଛି।

5,005FansLike
2,475FollowersFollow
12,700SubscribersSubscribe

HOT NEWS

Breaking