ଅଣ୍ଡରୱାର୍ଲଡ ଡନ୍ ଦାଉଦ୍ ଇବ୍ରାହିମ୍ ଗୁରୁତର

ଇସଲାମବାଦ: ପାକିସ୍ତାନର କରାଚିରେ ଅଣ୍ଡରୱାର୍ଲଡ ଡନ୍ ଦାଉଦ୍ ଇବ୍ରାହିମ୍ ଗୁରୁତର । ଅସୁସ୍ଥ ହେବା ପରେ ଦାଉଦ ଇବ୍ରାହିମ ହସ୍ପିଟାଲରେ ଭର୍ତ୍ତି ହୋଇଥିବା ଜଣାପଡିଛି । କେହି ବିଷ ଦେଇ ହତ୍ୟା କରିବାକୁ ଉଦ୍ୟମ କରିଥିବା ଅନୁମାନ କରାଯାଉଛି । କିନ୍ତୁ ଏ ନେଇ କୌଣସି ସ୍ପଷ୍ଟ ସୂଚନା ମିଳିନାହିଁ । ଗତକାଲିଠୁ କରାଚିରେ ଏକ ହସ୍ପିଟାଲରେ ଭର୍ତ୍ତି ହୋଇଥିବା କୁହାଯାଉଛି । ଦାଉଦ୍ ଇବ୍ରାହିମକୁ ହସ୍ପିଟାଲ୍ ଭିତରେ କଡ଼ା ସୁରକ୍ଷା ବଳୟରେ ରଖାଯାଇଛି । କେବଳ … Continue reading ଅଣ୍ଡରୱାର୍ଲଡ ଡନ୍ ଦାଉଦ୍ ଇବ୍ରାହିମ୍ ଗୁରୁତର