35.1 C
Bhubaneswar
Tuesday, April 23, 2024
Homeଓଡିଶାବିଦ୍ୟୁତ ସଂସ୍ପର୍ଶରେ ଆସି ଯୁବକ ମୃତ

ବିଦ୍ୟୁତ ସଂସ୍ପର୍ଶରେ ଆସି ଯୁବକ ମୃତ

କନ୍ଧମାଳ: କନ୍ଧମାଳ ଜିଲ୍ଲାରେ ଘଟି ଯାଇଛି ଏକ ଦୁଃଖଦ ଘଟଣା | ଏଠାରେ ବିଦ୍ୟୁତ ସଂସ୍ପର୍ଶରେ ଆସି ଯୁବକଙ୍କ ମୃତ୍ୟୁ ଘଟିଛି । ମୃତକ ଜଣକ ହେଲେ ବାଲିଗୁଡା ଥାନା ଅନ୍ତର୍ଗତ ଲଣ୍ଡା ଗାଁର ବୁଡୁ ରଣା ବୋଲି ଜଣା ପଡିଛି ।
ଯୁବକ ଜଣକ ଟ୍ରାନ୍ସଫର୍ମରରେ ଚଢିଥିବା ସମୟରେ ଏପରି ଅଭାବନୀୟ ଘଟଣା ଘଟିଛି | ବିଦ୍ୟୁତ ସଂସ୍ପର୍ଶରେ ଆସି ମୃତ୍ୟୁ ହୋଇଥିବାବେଳେ ଘଟଣାସ୍ଥଳରେ ଏ ଯାଏଁ ପୋଲିସ୍ ପହଞ୍ଚି ନଥିବାରୁ ସାଧାରଣରେ ଅସନ୍ତୋଷ ପ୍ରକାଶ ପାଇଛି ।
https://onakhabar.com/2019/12/01/husband-dead-2/

5,005FansLike
2,475FollowersFollow
12,700SubscribersSubscribe

Most Popular

HOT NEWS

Breaking