37.1 C
Bhubaneswar
Saturday, April 20, 2024
Homeଓଡିଶାବିଚାରାଧୀନ କଏଦୀଙ୍କ ସନ୍ଦେହଜନକ ମୃତ୍ୟୁ

ବିଚାରାଧୀନ କଏଦୀଙ୍କ ସନ୍ଦେହଜନକ ମୃତ୍ୟୁ

ଚୌଦ୍ୱାର: କଟକର ଚୌଦ୍ୱାର ଜେଲରେ ବିଚାରାଧୀନ କଏଦୀଙ୍କ ସନ୍ଦେହଜନକ ଭାବରେ ମୃତ୍ୟୁ ଘଟିଛି । ତେବେ ମୃତକ ଜଣକ ହେଲେ ନୟାଗଡ଼ ଅଂଚଳର ଦେବପ୍ରକାଶ ବେହେରା ବୋଲି ଜଣା ପଡିଛି । ଜେଲ ମଧ୍ୟରେ ଥିବା ଏକ ଗଛରୁ ଝୁଲନ୍ତା ଅବସ୍ଥାରେ ଦେବପ୍ରକାଶଙ୍କୁ ଉଦ୍ଧାର କରାଯାଇଥିଲା । ତାଙ୍କୁ ତୁରନ୍ତ କଟକ ଏସସିବି ମେଡିକାଲରେ ଭର୍ତ୍ତି କରାଯାଇଥିଲା ଚିକିସ୍ଥ୍ୟା କରା ଯାଉଥିଲା । ହେଲେ ସେଠାରେ ଚିକିତ୍ସାଧୀନ ଅବସ୍ଥାରେ ମୃତ୍ୟୁ ହୋଇଥିବାର ସୂଚନା ମିଳିଛି ।
https://onakhabar.com/2019/12/09/teacher-suicide-in-deo-quaters/

5,005FansLike
2,475FollowersFollow
12,700SubscribersSubscribe

Most Popular

HOT NEWS

Breaking