40.1 C
Bhubaneswar
Thursday, April 25, 2024
Homeଓଡିଶାଖଣ୍ଡ ବିଖଣ୍ଡିତ ମୃତଦେହ ଉଦ୍ଧାର

ଖଣ୍ଡ ବିଖଣ୍ଡିତ ମୃତଦେହ ଉଦ୍ଧାର

ବଲାଙ୍ଗିର:ବଲାଙ୍ଗୀରରେ ଏକ ଅଭାବନୀୟ ଘଟଣା ଦେଖିବାକୁ ମିଳିଛି । ବଲାଙ୍ଗିର-କେସିଙ୍ଗା ରେଳ ଲାଇନର ରିନବଚନ ନିକଟରୁ ଯୁବକ, ଯୁବତୀଙ୍କ ଖଣ୍ଡ ବିଖଣ୍ଡିତ ମୃତଦେହ ଉଦ୍ଧାର କରାଯାଇଛି । ଉଭୟଙ୍କ ପରିଚୟ ମିଳିପାରିନାହିଁ ତେବେ ଗତକାଲି ବିଳମ୍ବିତ ରାତିରେ ଏପରି ଘଟଣା ଘଟିଥିବା ଅନୁମାନ କରାଯାଉଛି । ପୁଲିସ୍ ମୃତଦେହକୁ ଉଦ୍ଧାର କରି ବ୍ୟବଚ୍ଛେଦ ପାଇଁ ପଠାଇବା ସହ ଏହା ଆତ୍ମହତ୍ୟା ନା ଏହା ପଛରେ ଆଉ କିଛି କାରଣ ରହିଛି ତାକୁ ନେଇ ଖୋଳତାଡ଼ କରୁଛି ପୁଲିସ୍ ।
https://onakhabar.com/2020/01/02/accident-3-friend-dead-2-injured/

5,005FansLike
2,475FollowersFollow
12,700SubscribersSubscribe

Most Popular

HOT NEWS

Breaking