21.1 C
Bhubaneswar
Friday, December 19, 2025
Homeଓଡିଶାଲିଙ୍ଗରାଜ ଷ୍ଟେସନ ରୋଡ଼ ସମ୍ମୁଖରୁ ମୃତଦେହ ଠାବ

ଲିଙ୍ଗରାଜ ଷ୍ଟେସନ ରୋଡ଼ ସମ୍ମୁଖରୁ ମୃତଦେହ ଠାବ

ଭୁବନେଶ୍ବର: ଭୁବନେଶ୍ବର ଲିଙ୍ଗରାଜ ଷ୍ଟେସନ ରୋଡ଼ ସମ୍ମୁଖରୁ ଉଦ୍ଧାର ହୋଇଛି ମୃତଦେହ । ପରିବାର ଲୋକେ ଆଣିଲେ ହତ୍ୟା ଅଭିଯୋଗ।  ମୃତ ଯୁବକଙ୍କ ନାଁ ସନାତନ ରାଉତ। ମୃତକଙ୍କ ଘର ଭୀମଟାଙ୍ଗୀ ସ୍ଥିତ ଖଣ୍ଡୁଆଳ ସାହିରେ । ସେପଟେ ହତ୍ୟା ଅଭିଯୋଗ ଆଣିଛନ୍ତି ସନାତନଙ୍କ ଭାଇ ରବୀନ୍ଦ୍ର ବେହେରା । ମୃତକଙ୍କ ବୟସ ୩୩ ବୟସ। ଘଟଣାସ୍ଥଳରେ ଏୟାରଫିଲଡ଼ ଥାନା ପୋଲିସ ପହଞ୍ଚି ଆରମ୍ଭ କରିଛି ତଦନ୍ତ । ସିସିଟିଭିକୁ ଯାଞ୍ଚ କରାଯାଇଛି । ଲିଙ୍ଗରାଜ ଷ୍ଟେସନ ନିକଟ ଜନଗହଳି ପୂର୍ଣ୍ଣ ସ୍ଥାନରେ କିଭଳି ଅଭାବନୀୟ ଘଟଣା ଘଟିଲା ତାକୁ ନେଇ ଆରମ୍ଭ ହୋଇଛି ଛାନଭିନ ।

5,005FansLike
2,475FollowersFollow
12,700SubscribersSubscribe

HOT NEWS

Breaking