33.1 C
Bhubaneswar
Sunday, May 5, 2024
Homeବ୍ରେକୀଙ୍ଗକୂଅରୁ ଜଣେ ଯୁବତୀଙ୍କ ମୃତ ଦେହ ଉଦ୍ଧାର

କୂଅରୁ ଜଣେ ଯୁବତୀଙ୍କ ମୃତ ଦେହ ଉଦ୍ଧାର

କଳାହାଣ୍ଡି:  କୂଅ ରୁ ଜଣେ ଯୁବତୀଙ୍କ ମୃତ ଦେହ ଉଦ୍ଧାର କରାଯାଇଛି । ମୋଟେର ଫାଣ୍ଡି ଅଧିନସ୍ଥ ଘୁମରଗୁଡା ରେ ଗାଁ ଏଭଳି ଅଭାବନୀୟ ଘଟଣା ଦେଖିବାକୁ ମିଳିଛି । ସୂଚନା ଅନୁଯାୟୀ , ଚକ୍ରଧର ଘି ଙ୍କ 18 ବର୍ଷୀୟା ଝିଅର ମୃତଦେହ ଘରେ ଥିବା ଏକ ରିଂ କୁଅ ରୁ ଉଦ୍ଧାର କରାଯାଇଛି । ଖବର ପାଇ ଘଟଣାସ୍ଥଳ ରେ ମୋଟେର ଫାଣ୍ଡି ପୋଲିସ ପହଞ୍ଚି ଶବ ଜବତ କରି ତଦନ୍ତ ଜାରି ରଖିଛନ୍ତି । ତେବେ ଏ ଯାଏଁ  ମୃତ୍ୟୁ ର କାରଣ ଅସ୍ପଷ୍ଟ ରହିଛି । ଶବ ବ୍ୟବଚ୍ଛେଦ ପରେ ମୃତ୍ୟୁ ର କାରଣ ସ୍ପଷ୍ଟ ହେବ ବୋଲି ପୋଲିସ ର ସୁଚନା ରହିଛି ।

LEAVE A REPLY

Please enter your comment!
Please enter your name here

5,005FansLike
2,475FollowersFollow
12,700SubscribersSubscribe

Most Popular

HOT NEWS

Breaking