26.1 C
Bhubaneswar
Wednesday, February 4, 2026
Homeଓଡିଶାଜଙ୍ଗଲରୁ ଦନ୍ତା ହାତୀର ମୃତଦେହ ଉଦ୍ଧାର

ଜଙ୍ଗଲରୁ ଦନ୍ତା ହାତୀର ମୃତଦେହ ଉଦ୍ଧାର

ସମ୍ବଲପୁର: ସମ୍ବଲପୁର ଜିଲା ବଡ଼ବାହାଲ ରେଞ୍ଜ ବଡ଼କୁଡ଼ା ଜଙ୍ଗଲରୁ ମଙ୍ଗଳବାର ଏକ ଦନ୍ତା ହାତୀର ମୃତଦେହ ଉଦ୍ଧାର ହୋଇଛି। ମୃତ ଦନ୍ତା ହାତୀର ବୟସ ୨୦ ବର୍ଷ ମଧ୍ୟରେ ହୋଇଥିବା ବନ ବିଭାଗ ପକ୍ଷରୁ ଅନୁମାନ କରାଯାଉଛି। ଅନ୍ୟପକ୍ଷେ ହାତୀ ମୃତ୍ୟୁର କାରଣ ଜଣାପଡି ନ ଥିବା ବେଳେ ବନବିଭାଗ ଅଧିକାରୀ ଘଟଣାସ୍ଥଳରେ ପହଞ୍ଚି ତଦନ୍ତ ଆରମ୍ଭ କରିଛନ୍ତି।

5,005FansLike
2,475FollowersFollow
12,700SubscribersSubscribe

HOT NEWS

Breaking