37.1 C
Bhubaneswar
Thursday, March 12, 2026
Homeଓଡିଶାଅଜଣା ଯୁବକଙ୍କ ମୃତ ଦେହ ଉଦ୍ଧାର

ଅଜଣା ଯୁବକଙ୍କ ମୃତ ଦେହ ଉଦ୍ଧାର

କେନ୍ଦ୍ରାପଡା : ଅଜଣା ଯୁବକଙ୍କ ମୃତ ଦେହ ଉଦ୍ଧାର । କେନ୍ଦ୍ରାପଡା ଜିଲ୍ଲା ମାର୍ଶାଘାଇ ଥାନା କେନାଲ ବ୍ରିଜ ନିକଟ ପୋଲ ଉପରୁ ଜଣେ ଅଜଣା ବ୍ୟକ୍ତିଙ୍କ ମୃତଦେହ ଠାବ କରାଯାଇଛି । ସୂଚନା ଅନୁସାରେ ମାର୍ଶାଘାଇ ଥାନା କେନାଲ ବ୍ରିଜ୍ ନିକଟ ରେଳ ପୋଲ ଉପରେ ଏକ ମୃତଦେହ ପଡିଥିଲା । ଏହାକୁ ଦେଖିବା ପରେ ସ୍ଥାନୀୟ ଲୋକ ପୋଲିସକୁ ଖବର ଦେଇଥିଲେ । ଖବର ପାଇ ପୋଲିସ ଘଟଣା ସ୍ଥଳରେ ପହଂଚିଥିବା ବେଳେ ମୃତଦେହ ନିକଟରେ ଏକ ହେଲ୍ମେଟ୍ ପଡିଥିବାର ମଧ୍ୟ ଦେଖିବାକୁ ମିଳିଥିଲା । ତେବେ ବ୍ୟକ୍ତି ଜଣଙ୍କୁ କିଏ ହତ୍ୟା କରିଛି ନା ଆତ୍ମହତ୍ୟା ସେ ନେଇ ସ୍ପଷ୍ଟ ସୂଚନା ମିଳିପାରିନଥିବା ବେଳେ ପ୍ରାଥମିକ ତଦନ୍ତ ଏବଂ ଶବ ବ୍ୟବଚ୍ଛେଦ ରିପୋର୍ଟ ଆସିବା ପରେ ମୃତ୍ୟୁର ସଠିକ୍ କାରଣ ଜଣାପଡିବ ବୋଲି ସ୍ଥାନୀୟ ଲୋକେ ଆଶା କରିଛନ୍ତି ।

5,005FansLike
2,475FollowersFollow
12,700SubscribersSubscribe

HOT NEWS

Breaking