ପୁରୀ: ତୀର୍ଥ ପୁଷ୍କରିଣୀ ଶ୍ୱେତଗଙ୍ଗାରୁ ମୃତଦେହ ଉଦ୍ଧାର କରାଯାଇଛି । ମୃତ ଯୁବକ ବାଲେଶଶ୍ୱର ବସ୍ତା ଅଞ୍ଚଳର ସୂଚନା ମିଳିଛି । ଯୁବକଙ୍କ ମୃତଦେହ ଉଦ୍ଧାର କଲା ଅଗ୍ନିଶମ ବାହିନୀ । ଶବ ବ୍ୟବଚ୍ଛେଦ ପାଇଁ ସଦର ମେଡିକାଲରେ ଭର୍ତ୍ତି ।