ସମ୍ବଲପୁର: ମାଟି ତଳୁ ଅର୍ଧ ପୋତା ଅବସ୍ଥାରେ ଗଳିତ ମୃତଦେହ ଉଦ୍ଧାର ହୋଇଛି । ଜମନକିରା ଥାନା ନଦୌପଡା ଆମ୍ବ ବଗିଚାରୁ ଉଦ୍ଧାର କରାଯାଇଛି । ମୃତକ ଜଣଙ୍କର ପରିଚୟ ଅସ୍ପଷ୍ଟ ରହିଛି । ଘଟଣାସ୍ଥଳରେ ପୋଲିସ ପହଞ୍ଚି ଛାନଭିନ କରୁଛି ।