31.1 C
Bhubaneswar
Friday, March 29, 2024
Homeଓଡିଶାକୁଅ ଭିତରୁ ମା' ଓ ପୁଅଙ୍କ ମୃତଦେହ ଉଦ୍ଧାର

କୁଅ ଭିତରୁ ମା’ ଓ ପୁଅଙ୍କ ମୃତଦେହ ଉଦ୍ଧାର

ଖୋର୍ଦ୍ଧା : ଖୋର୍ଦ୍ଧା ଜିଲ୍ଲା ଜଙ୍କିଆ ଥାନା ଗୋଡ଼ିପଡ଼ା ଗାଁର ଏକ କୁଅରୁ ମାଆ ଓ ପୁଅର ମୃତଦେହ ଉଦ୍ଧାର ହୋଇଛି। ସୂଚନା ଅନୁଯାୟୀ, ଗତକାଲି ଗୋଡିପଡା ଗାଁର ମନୋଜ ଶ୍ରୀଚନ୍ଦନଙ୍କ ସ୍ତ୍ରୀ ବର୍ଷା ଶ୍ରୀଚନ୍ଦନ ଓ ତାଙ୍କ ୬ ବର୍ଷର ଶିଶୁପୁତ୍ର ସକାଳୁ ନିଖୋଜ ଥିଲେ। ତେବେ ସନ୍ଧ୍ୟାରେ ଏକ କୂଅ ଭିତରେ ଶିଶୁର ମୃତଦେହ ଭାସୁଥିବା ସ୍ଥାନୀୟଲୋକ ଦେଖିବାକୁ ପାଇଥିଲେ। ଏହାପରେ ଖବର ପାଇ ଜଙ୍କିଆ ଥାନା ପୁଲିସ ଓ ଅଗ୍ନିଶମ କର୍ମଚାରୀ ପହଞ୍ଚି ମା’ ପୁଅଙ୍କ ମୃତଦେହ କୁଅ ଭିତରୁ ଉଦ୍ଧାର କରିଥିଲେ। ମୃତ୍ୟୁର କାରଣ ସ୍ପଷ୍ଟ ହୋଇନଥିବାବେଳେ ପୁଲିସ ଘଟଣା ସମ୍ପର୍କରେ ତଦନ୍ତ କରୁଛି।

LEAVE A REPLY

Please enter your comment!
Please enter your name here

5,005FansLike
2,475FollowersFollow
12,700SubscribersSubscribe

Most Popular

HOT NEWS

Breaking