28.1 C
Bhubaneswar
Friday, April 26, 2024
Homeଓଡିଶାଅଜଣା ଯୁବକଙ୍କ ମୃତଦେହ ଉଦ୍ଧାର

ଅଜଣା ଯୁବକଙ୍କ ମୃତଦେହ ଉଦ୍ଧାର

ବାଲେଶ୍ୱର : ବାଲେଶ୍ୱର ଜିଲା ଖନ୍ତାପଡା ଥାନା ଅଞ୍ଚଳର ସମୁଦ୍ର କୂଳରେ ପଡିଛି ଅଜଣା ଯୁବକଙ୍କ ମୃତଦେହ । ମୃତକଙ୍କ ପରିଚୟ ମିଳିନଥିବା ବେଳେ ଘଟଣାସ୍ଥଳରେ ପୋଲିସ ପହଞ୍ଚି ତଦନ୍ତ ଆରମ୍ଭ କରିଛି ।

ସୂଚନା ଯେ, ଖନ୍ତାପଡା ଥାନା କଳାମାଟିଆ ପାହିରେ ଅଜଣା ଯୁବକଙ୍କ ମୃତଦେହ ଭାସୁଥିବା ଦେଖିବାକୁ ମିଳିଛି । ମୃତଦେହ ଦେଖି ସ୍ଥାନୀୟ ଲୋକ ପୋଲିସକୁ ଖବର ଦେଇଥିଲେ । ଖନ୍ତାପଡା ପୋଲିସ ପହଞ୍ଚି ତଦନ୍ତ ଆରମ୍ଭ କରିଛି । ମୃତ ଯୁବକ ଜଣଙ୍କ ଚେକ୍ ହାଫ୍ ପ୍ୟାଣ୍ଟ ପିନ୍ଧିଥିବା ବେଳେ ଖାଲି ଦେହରେ ଅଛନ୍ତି ।

LEAVE A REPLY

Please enter your comment!
Please enter your name here

5,005FansLike
2,475FollowersFollow
12,700SubscribersSubscribe

Most Popular

HOT NEWS

Breaking