ଟ୍ରେନ୍ ଲାଇନରୁ ହୋମଗାର୍ଡଙ୍କ ମୃତଦେହ ଉଦ୍ଧାର

ରାୟଗଡ଼ା : ଟ୍ରେନ୍ ଲାଇନରୁ ଉଦ୍ଧାର ହେଲା ହୋମଗାର୍ଡଙ୍କ ମୃତଦେହ । ତେବେ ଏହା ଆତ୍ମହତ୍ୟା ନା ହତ୍ୟା ତାକୁ ନେଇ ଚର୍ଚ୍ଚା ଆରମ୍ଭ ହୋଇଛି। ଏପରି ଏକ ଘଟଣା ରାୟଗଡ଼ାରେ ଘଟିଛି। ମୃତକ ହେଲେ ହୋମଗାର୍ଡ ଇଶ୍ବର ରାଓ । ରାୟଗଡ଼ାରେ ନିଜ ପରିବାର ସହ ରହୁଥିବା ଇଶ୍ୱର ରାୟ ଛୁଟି ନେଇ ଗତ ୩ ଦିନ ବିଶାଖାପାଟଣା ଯାଇଥିଲେ। ସମ୍ପର୍କୀୟଙ୍କ ଦଶାହରେ ଯୋଗ ଦେବାକୁ ସେ ଏକା ଯାଇଥିଲେ। ସେଠାରୁ ଗତ ରାତିରେ ସେ … Continue reading ଟ୍ରେନ୍ ଲାଇନରୁ ହୋମଗାର୍ଡଙ୍କ ମୃତଦେହ ଉଦ୍ଧାର