29.1 C
Bhubaneswar
Saturday, April 27, 2024
Homeଓଡିଶାଟ୍ରେନରେ ଯାତ୍ରା ସମୟରେ ମୃତ୍ୟୁ

ଟ୍ରେନରେ ଯାତ୍ରା ସମୟରେ ମୃତ୍ୟୁ

ଟିଟିଲାଗଡ଼: ଟ୍ରେନରେ ଯାତ୍ରା କରୁଥିବା ସମୟରେ ଅଘଟଣ । ଅହମ୍ମଦାବାଦ୍-ପୁରୀ ଏକ୍ସପ୍ରେସରେ ଗତକାଲି ରାତିରେ ଅସୁସ୍ଥ ହୋଇ ପଡ଼ିଥିବା ଜଣେ ଯାତ୍ରୀଙ୍କର ମୃତ୍ୟୁ ହୋଇଛି । ମୃତ ଯାତ୍ରୀ ହେଲେ ଏଲ୍. କାମେଶ୍ୱର ରାଓ।
ସୂଚନା ଅନୁସାରେ, କାମେଶ୍ୱର ରାୟପୁରରୁ ପଲାସା ଯାଉଥିଲେ । କଣ୍ଟାବାଞ୍ଜିଠାରେ ହଠାତ୍ ସେ ଅସୁସ୍ଥ ହୋଇପଡିଥିଲେ । ତୁରନ୍ତ ରେଲେଓ୍ୱ ଡାକ୍ତର ତାଙ୍କ ସ୍ୱାସ୍ଥ୍ୟ ପରୀକ୍ଷା କରିଥିଲେ । ସେତେବେଳକୁ ତାଙ୍କର ମୃତ୍ୟୁ ହୋଇସାରିଥିଲା । ହୃଦଘାତରେ କାମେଶ୍ୱରଙ୍କ ମୃତ୍ୟୁ ହୋଇଥିବା ସନ୍ଦେହ କରାଯାଉଛି । ମେଡିକାଲରେ ଶବ ବ୍ୟବଚ୍ଛେଦ ପରେ ମୃତ୍ୟୁର ପ୍ରକୃତ କାରଣ ସ୍ପଷ୍ଟ ହେବ ବୋଲି ଜଣାପଡ଼ିଛି ।
https://onakhabar.com/2019/12/25/woman-death-by-elephant-attack/

5,005FansLike
2,475FollowersFollow
12,700SubscribersSubscribe

Most Popular

HOT NEWS

Breaking