40.1 C
Bhubaneswar
Sunday, June 16, 2024
Homeଓଡିଶାଡାକ୍ତର ଜଗନ୍ନାଥ ମହାପାତ୍ରଙ୍କ ପରଲୋକ

ଡାକ୍ତର ଜଗନ୍ନାଥ ମହାପାତ୍ରଙ୍କ ପରଲୋକ

ଭୁବନେଶ୍ୱର: ଭୁବନେଶ୍ୱରର ପୂର୍ବତନ ପୌରାଧ୍ୟକ୍ଷ ଯଥା ଡାକ୍ତର ଜଗନ୍ନାଥ ମହାପାତ୍ରଙ୍କ ପରଲୋକ ଘଟିଛି। ମୃତ୍ୟୁ ବେଳକୁ ତାଙ୍କୁ ୮୪ବର୍ଷ ହୋଇଥିଲା। ଜଗନ୍ନାଥ ଭୁବନେଶ୍ୱର ସ୍ଥିତ ବାସଭବନରେ ଶେଷ ନିଶ୍ୱାସ ତ୍ୟାଗ କରିଛନ୍ତି।

ସହିଦନଗର ସ୍ଥିତ ବାସଭବନରେ ଜଗନ୍ନାଥଙ୍କ ଶେଷ ଦର୍ଶନ କରୁଛନ୍ତି ନିକଟ ସମ୍ପର୍କୀୟ ଓ ସାଧାରଣ ଜନତା। ଭୁବନେଶ୍ୱର ସହିଦନଗର ପୂଜାମଣ୍ଡପର କର୍ମକର୍ତ୍ତା ଥିଲେ ଡାକ୍ତର ଜଗନ୍ନାଥ ମହାପାତ୍ର। ଭୁବନେଶ୍ୱର ପୌରଧ୍ୟକ୍ଷ ଭାବେ ଦାୟିତ୍ୱ ମଧ୍ୟ ତୁଲାଇଥିଲେ ।

ପ୍ରେମରେ ପଡିଗଲା ଦଶମ ଶ୍ରେଣୀ ଛାତ୍ରୀ

LEAVE A REPLY

Please enter your comment!
Please enter your name here

5,005FansLike
2,475FollowersFollow
12,700SubscribersSubscribe

Most Popular

HOT NEWS

Breaking