32.1 C
Bhubaneswar
Sunday, March 22, 2026
Homeଓଡିଶାରତନ ଟାଟାଙ୍କ ପରଲୋକ: ଶୋକ ପ୍ରକାଶ କଲେ ମୁଖ୍ୟମନ୍ତ୍ରୀ

ରତନ ଟାଟାଙ୍କ ପରଲୋକ: ଶୋକ ପ୍ରକାଶ କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର: ବିଜନେସ୍‌ ଟାଇକୁନ୍‌ ରତନ ଟାଟାଙ୍କ ପରଲୋକ ଘଟିଛି । ଓଡିଶା ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ରତନ ଟାଟାଙ୍କ ପରଲୋକରେ ଶୋକ ପ୍ରକାଶ କରିଛନ୍ତି । ସେ ସୋସିଆଲ୍ ମିଡିଆ ଆକାଉଣ୍ଟ ‘ଏକ୍ସ’ରେ ସମବେଦନା ଜଣାଇଛନ୍ତି।

ସେ ‘ଏକ୍ସ’ରେ କହିଛନ୍ତି, ରତନ ଟାଟାଙ୍କ ପରଲୋକ ଦେଶ ପାଇଁ ଏକ ଅପୂରଣୀୟ କ୍ଷତି। ସେ ଜଣେ ଦୂରଦ୍ରଷ୍ଟା ଥିଲେ। ଏବେ ଦେଶ ତାଙ୍କୁ ହରାଇଛି। ଦେଶରେ ବିକାଶରେ ତାଙ୍କର ଅତୁଳନୀୟ ଅବଦାନ ରହିଛି। ଏହା ସହିତ ଶୋକସନ୍ତପ୍ତ ପରିବାରକୁ ସମବେଦନା ଜଣାଇଛନ୍ତି।

5,005FansLike
2,475FollowersFollow
12,700SubscribersSubscribe

HOT NEWS

Breaking