ଜେଲ୍ରୁ ବିଚାରଧୀନ କଏଦୀଙ୍କ ମୃତ୍ୟୁ: ପରିବାର ଲୋକେ ଆଣିଲେ ହତ୍ୟା ଅଭିଯୋଗ
ଭଞ୍ଜନଗର : ଗଞ୍ଜାମ ଜିଲ୍ଲା ଭଞ୍ଜନଗର ଉପ କାରାଗାରରେ ବିଚାରଧୀନ କଏଦୀଙ୍କ ମୃତ୍ୟୁ ହୋଇଛି । ମୃତକ ଜଣକ ଭଞ୍ଜନଗର ଥାନା ଅନ୍ତର୍ଗତ ଡୁମାକୁମ୍ପା ଗ୍ରାମର ତୋଫାନ ନାଇକ ବୋଲି ଜଣାପଡିଛି । ଭଞ୍ଜନଗର ପୁଲିସର ସୂଚନା ପ୍ରକାରେ ଭଞ୍ଜନଗର ଜେଲ୍ର ଗାଧୁଆ ଘରୁ ତୋଫାନଙ୍କ ଝୁଲନ୍ତା ଶରୀରକୁ ଉଦ୍ଧାର କରାଯାଇଥିଲା । ପରେ ଭଞ୍ଜନଗର ମେଡିକାଲରେ ଭର୍ତ୍ତି କରାଯାଇଥିଲେ ହେଁ ସେଠାରେ ଡାକ୍ତର ତାଙ୍କୁ ମୃତ ଘୋଷଣା କରିଥିଲେ । ଭଞ୍ଜନଗର ପୁଲିସ ମୃତ ଦେହକୁ … Continue reading ଜେଲ୍ରୁ ବିଚାରଧୀନ କଏଦୀଙ୍କ ମୃତ୍ୟୁ: ପରିବାର ଲୋକେ ଆଣିଲେ ହତ୍ୟା ଅଭିଯୋଗ
Copy and paste this URL into your WordPress site to embed
Copy and paste this code into your site to embed