ଭୁବନେଶ୍ୱର: ଦେବ ପ୍ରସାଦ ଦାଶ ସୂଚନା ଓ ଲୋକ ସମ୍ପର୍କ ବିଭାଗର ନୂଆ ନିର୍ଦ୍ଦେଶକ । ଓଡିଆ ଭାଷା ସାହିତ୍ୟ ଓ ସଂସ୍କୃତି ବିଭାଗର ସ୍ୱତନ୍ତ୍ର ସଚିବ ଅଛନ୍ତି ଦେବ ପ୍ରସାଦ । ସୂଚନା ଓ ଲୋକ ସମ୍ପର୍କ ବିଭାଗର ନୂଆ ନିର୍ଦ୍ଦେଶକ ଭାବେ ଅତିରିକ୍ତ ଦାୟିତ୍ୱ ମିଳିିଛି ।