ଭୁବନେଶ୍ୱର: ବିଜେଡିର ପଦ ଛାଡିଲେ ସାଂସଦ ଦେବାଶିଷ ସାମନ୍ତରାୟ । ସିନିୟର ସିଟିଜେନ ସେଲ ଉପସଭାପତି ପଦରୁ ଇସ୍ତଫା ଦେଇଛନ୍ତି ଦେବାଶିଷ । ବିଜେଡି ସଭାପତି ନବୀନ ପଟ୍ଟନାୟକଙ୍କ ପାଖକୁ ଇସ୍ତଫାପତ୍ର ପଠାଇ ପଦ ଛାଡିଛନ୍ତି । ପୂର୍ବରୁ ଅନେକ ସମୟରେ ଦେବାଶିଷ ସାମନ୍ତରାୟ ନିଜର ଅସନ୍ତୋଷ ମଧ୍ୟ ପରିପ୍ରକାଶ କରିଥିଲେ । ସୂଚନାଯୋଗ୍ୟ, କିଛି ଦିନ ତଳେ ଯେତେବେଳେ ଶ୍ରୀମୟୀ ମିଶ୍ରଙ୍କୁ ଦଳରୁ ବିଦା କରିଥିଲା ବିଜେଡି ସେତେବେଳେ ଏହାକୁ କଡ଼ା ଭାଷାରେ ନିନ୍ଦା କରିଥିଲେ ଦେବାଶିଷ … Continue reading ପଦ ଛାଡିଲେ ଦେବାଶିଷ ସାମନ୍ତରାୟ
Copy and paste this URL into your WordPress site to embed
Copy and paste this code into your site to embed