32.1 C
Bhubaneswar
Thursday, February 13, 2025
Homeଓଡିଶାଆଜି ବୈଠକର ନିଶ୍ଚିତ ନିର୍ଯ୍ୟାସ ବାହାରିବ : ଆଇନ ମନ୍ତ୍ରୀ

ଆଜି ବୈଠକର ନିଶ୍ଚିତ ନିର୍ଯ୍ୟାସ ବାହାରିବ : ଆଇନ ମନ୍ତ୍ରୀ

ଭୁବନେଶ୍ୱର : ଶ୍ରୀ ଲିଙ୍ଗରାଜଙ୍କ ନୀତିକାନ୍ତି ବନ୍ଦ ପ୍ରସଙ୍ଗରେ ଆଇନମନ୍ତ୍ରୀ ପ୍ରତିକ୍ରିୟା ରଖିଛନ୍ତି । କହିଛନ୍ତି , ଆଜି ବୈଠକରେ ନିଶ୍ଚିତ ନିର୍ଯ୍ୟାସ ବାହାରିବ । ୨ ଦିନ ହେଲା ଠାକୁରଙ୍କ ନୀତିକାନ୍ତି ବନ୍ଦ କରିବା ଅତି ଦୁର୍ଭାଗ୍ୟଜନକ । ଯଦି ସେବାୟତ ନିଯୋଗଙ୍କ ସମସ୍ୟା ଅଛି ଆଲୋଚନା କରିବା ଆବଶ୍ୟକ । ଆଲୋଚନା ନକରି  ମହାପ୍ରଭୁଙ୍କ ନୀତି ବନ୍ଦ କରିବା ଠିକ ନୁହେଁ । ତର୍ଜମା ପରେ ଆବଶ୍ୟକ ପଡିଲେ କଠୋର କାର୍ଯ୍ୟନୁଷ୍ଠାନ ନିଆଯିବ ।

 

LEAVE A REPLY

Please enter your comment!
Please enter your name here

5,005FansLike
2,475FollowersFollow
12,700SubscribersSubscribe

Most Popular

HOT NEWS

Breaking