32.1 C
Bhubaneswar
Saturday, May 4, 2024
Homeଓଡିଶାରାଜ୍ୟ ସରକାରଙ୍କ ଘୋଷଣା ; ୨୫ରୁ ଖରା ଛୁଟି

ରାଜ୍ୟ ସରକାରଙ୍କ ଘୋଷଣା ; ୨୫ରୁ ଖରା ଛୁଟି

ଭୁବନେଶ୍ବର: ସାମ୍ଭାବ୍ୟ ଗ୍ରୀଷ୍ମ ପ୍ରବାହ ଓ ପାଣିପାଗ ବିଭାଗ ସୂଚନା ଆଧାରରେ ଗ୍ରୀଷ୍ମ ଛୁଟି ଘୋଷଣା କଲେ ରାଜ୍ୟ ସରକାର । ଆସନ୍ତା ଏପ୍ରିଲ ୨୫ ତାରିଖରୁ ରାଜ୍ୟରେ ହେବ ଶ୍ରୀଷ୍ମ ଛୁଟି । ତେବେ ୨୨ରୁ ୨୪ ତାରିଖ ପର୍ୟ୍ୟନ୍ତ ପୂର୍ବଭଳି ସକାଳୁଆ ସ୍କୁଲ ଚାଲିବ । ଅର୍ଥାତ ସକାଳ ସାଢ଼େ ୬ଟାରୁ ସାଢ଼େ ୧୦ଟା ପର୍ୟ୍ୟନ୍ତ ଚାଲିବ ସ୍କୁଲ ।ଚଳିତବର୍ଷ ଅସ୍ୟ ଖରାକୁ ଗୁଳୁଗୁଳି ଲୋକଙ୍କୁ କଲବଲ କରୁଛି । ଦିନ ୮ଟା ପରେ ଘରୁ ବାହାରିବା ବି ଅସମ୍ଭବ ହୋଇଯାଉଛି । ଅଧିକାଂଶ ସହରର ତାପମାତ୍ରା ୪୦ ଡିଗ୍ରୀ ଉପରେ ରହୁଛି । ଏମିତି ସ୍ଥିତିରେ ଅତ୍ୟାବଶ୍ୟକ କାମ ନଥିଲେ ଘରୁ ନବାହାରିବାକୁ ପରାମର୍ଶ ଦିଆଯାଉଛି ।ଗ୍ରୀଷ୍ମ ପ୍ରବାହକୁ ଦୃଷ୍ଟିରେ ରଖି ରାଜ୍ୟ ସରକାର ପୂର୍ବରୁ ସକାଳୁଆ ସ୍କୁଲ ଘୋଷଣା କରିଥିଲେ । ତେବେ ଗ୍ରୀଷ୍ମ ପ୍ରବାହ ଅଧିକ ହେବାରୁ ୩ ଦିନ ସ୍କୁଲ ଛୁଟି ଘୋଷଣା କରିଥିଲେ ରାଜ୍ୟ ସରକାର ।

LEAVE A REPLY

Please enter your comment!
Please enter your name here

5,005FansLike
2,475FollowersFollow
12,700SubscribersSubscribe

Most Popular

HOT NEWS

Breaking