ଓଡିଶାରେ ପହଁଚିଲେ ପ୍ରତିରକ୍ଷା ମନ୍ତ୍ରୀ ରାଜନାଥ ସିଂ

ଜୟପୁର: ଆଜି ପ୍ରତିରକ୍ଷା ମନ୍ତ୍ରୀ ରାଜନାଥ ସିଂ ଓଡ଼ିଶା ଗସ୍ତରେ ଆସି ୨୦୨୪ ନିର୍ବାଚନ ପୂର୍ବରୁ ବିଜେପି କାର୍ଯ୍ୟକର୍ତ୍ତାଙ୍କ ମଧ୍ୟରେ ମନୋବଳ ବୃଦ୍ଧି ପାଇଁ ଦଳକୁ ଗୁରୁମନ୍ତ୍ର ଦେଇଛନ୍ତି । ଏଥିପାଇଁ ଦଳ ପକ୍ଷରୁ ନବରଙ୍ଗପୁରରେ ବିଜେପି କୋର୍ କମିଟି ବୈଠକ ଆୟୋଜନ କରଯାଇଛି । ବୈଠକରେ ଦକ୍ଷିଣ ଓ ପଶ୍ଚିମ ଓଡ଼ିଶାର ୪ ଲୋକସଭା ଆସନର ସ୍ଥିତି ଆକଳନ କରାଯିବ। ରାଜ୍ୟର ବରିଷ୍ଠ ନେତୃବୃନ୍ଦଙ୍କ ସହ ରାଜନାଥ ଯୋଗଦେବେ। ପୂର୍ବାହ୍ନ ୧୧ଟାରେ ନବରଙ୍ଗପୁରରେ ପହଞ୍ଚିବେ ରାଜନାଥ। … Continue reading ଓଡିଶାରେ ପହଁଚିଲେ ପ୍ରତିରକ୍ଷା ମନ୍ତ୍ରୀ ରାଜନାଥ ସିଂ