ଦିଲ୍ଲୀ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜ୍ରିୱାଲ ଗିରଫ

ନୂଆଦିଲ୍ଲୀ: ଦିଲ୍ଲୀ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜ୍ରିୱାଲ ଗିରଫ । ମଦ ଦୁର୍ନୀତି ମାମଲାରେ କେଜ୍ରିୱାଲ୍‌ଙ୍କୁ ଗିରଫ କଲା ଇଡି । ଦିଲ୍ଲୀ ବାସଭବନରେ ପଚାରାଉଚରା ପରେ କେଜ୍ରିୱାଲ୍ ଗିରଫ । ଏ ନେଇ ଜାତୀୟ ଗଣମାଧ୍ୟମ ପକ୍ଷରୁ ସୂଚନା ଦିଆଯାଇଛି । ଗିରଫ ପରେ ତାଙ୍କୁ ଇଡି ତା’ର ମୁଖ୍ୟାଳୟକୁ ନେଇଛି । ସେଠାରେ ପୂର୍ବରୁ ସୁରକ୍ଷା ବ୍ୟବସ୍ଥା କଡ଼ା କଡ଼ି କରାଯାଇଥିଲା । ସେହିପରି ଇଡି ଅଫିସ ବାହାରେ ୧୪୪ ଧାରା ଜାରି କରାଯାଇଥିଲା । … Continue reading ଦିଲ୍ଲୀ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜ୍ରିୱାଲ ଗିରଫ