17.1 C
Bhubaneswar
Tuesday, December 9, 2025
Homeଓଡିଶାଦିଲ୍ଲୀ ଯୁବତୀଙ୍କୁ ଅସଦାଚରଣ!

ଦିଲ୍ଲୀ ଯୁବତୀଙ୍କୁ ଅସଦାଚରଣ!

ଯାଜପୁର : ଦିଲ୍ଲୀରୁ ଆସିଥିବା ଯୁବତୀଙ୍କୁ ଅସଦାଚରଣ ଅଭିଯୋଗ ହୋଇଛି । ଓଡିଶା ବୁଲିବାକୁ ଆସିଥିବା ବେଳେ ଅସଦାଚରଣ  କରିଥିବା ଅଭିଯୋଗ ହୋଇଛି । ବିରଜା ପୀଠ ଦର୍ଶଶନ କରି ଫେରୁଥିବା ବେଳେ ଅସଦାଚରଣ ଅଭିଯୋଗ ହୋଇଛି । ୨ ଜଣ ଦୁବୃତ୍ତ ଅସଦାଚରଣ କରିଥିବା ଅଭିଯୋଗ  ହୋଇଛି । ଦଶରଥପୁର ଥାନା ଭଦ୍ରକ ପଡିଆରେ ଅସଦାଚରଣ ଅଭିଯୋଗ ହୋଇଛି ।

LEAVE A REPLY

Please enter your comment!
Please enter your name here

5,005FansLike
2,475FollowersFollow
12,700SubscribersSubscribe

Most Popular

HOT NEWS

Breaking