26.1 C
Bhubaneswar
Friday, March 29, 2024
Homeବ୍ରେକୀଙ୍ଗଆଉ ୧୧ ଜୀବନ ନେଲା କରୋନା : ମୃତ୍ୟୁ ସଂଖ୍ୟା ୫୦୦ ଟପିଲା

ଆଉ ୧୧ ଜୀବନ ନେଲା କରୋନା : ମୃତ୍ୟୁ ସଂଖ୍ୟା ୫୦୦ ଟପିଲା

ଭୁବନେଶ୍ୱର: ରାଜ୍ୟରେ କରୋନା ମହାମାରୀ ସଂଖ୍ୟା ଦିନକୁ ଦିନ ବଢିଚାଲିଥିବା ବେଳେ ମୃତ୍ୟୁ ସଂଖ୍ୟା ବି ବୃଦ୍ଧି ପାଉଛି । ଆଜି ରାଜ୍ୟରେ ୩୦୨୫ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ଆଉ ୧୧ ଜଣଙ୍କର ମୃତ୍ୟୁ ହୋଇଛି । ଏହାକୁ ମିଶାଇ  ରାଜ୍ୟରେ କରୋନା ମୃତ୍ୟୁ ସଂଖ୍ୟା ୫୦୩କୁ ବୃଦ୍ଧି ପାଇଛି । ଏନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି ।

ତେବେ ଆଜି ଖୋର୍ଦ୍ଧା, ପୁରୀ ଓ ମୟୂରଭଞ୍ଜରୁ ୨ ଜଣ ଲେଖାଏଁ କରୋନା ଆକ୍ରାନ୍ତଙ୍କ ମୃତ୍ୟୁ ହୋଇଛି । ସେହିପରି କଟକ, ଗଞ୍ଜାମ, ଜଗତସିଂହପୁର, କନ୍ଧମାଳ ଓ ରାୟଗଡାରୁ ଜଣେ ଲେଖାଏଁ କରୋନା ଆକ୍ରାନ୍ତଙ୍କର ମୃତ୍ୟୁ ହୋଇଛି ।

LEAVE A REPLY

Please enter your comment!
Please enter your name here

5,005FansLike
2,475FollowersFollow
12,700SubscribersSubscribe

Most Popular

HOT NEWS

Breaking