26.1 C
Bhubaneswar
Tuesday, October 22, 2024
Homeଓଡିଶାଗଣତନ୍ତ୍ରର ହତ୍ୟା କରାଯାଉଛି, ଯାହା ଆଦୌ ଗ୍ରହଣୀୟ ନୁହେଁ: ସମୀର ମହାନ୍ତି

ଗଣତନ୍ତ୍ରର ହତ୍ୟା କରାଯାଉଛି, ଯାହା ଆଦୌ ଗ୍ରହଣୀୟ ନୁହେଁ: ସମୀର ମହାନ୍ତି

ଭୁବନେଶ୍ୱର: ସମ୍ବାଦରେ ହୋଇଥିବା ରେଡ୍ ପ୍ରାୟୋଜିତ । ପ୍ରେସମିଟରେ ସମୀର ମହାନ୍ତିଙ୍କ କଡା ସମାଲୋଚନା । ଗଣତନ୍ତ୍ରର କଣ୍ଠରୋଧ କରିବାକୁ ଅପଚେଷ୍ଟା । ପ୍ରଶ୍ନ ପଚାରିବାରୁ ପ୍ରାୟୋଜିତ ରେଡ୍ କରାଯାଇଛି । ଓଡିଶା ଭଳି ଶାନ୍ତିପ୍ରିୟ ରାଜ୍ୟରେ ଏହା ଗ୍ରହଣୀୟ ନୁହେଁ । ଏହା ଦୁର୍ଭାଗ୍ୟଜନକ, ଗଣତନ୍ତ୍ର ପାଇଁ ଶୁଭଙ୍କର ନୁହେଁ । ଗଣତନ୍ତ୍ରର ହତ୍ୟା କରାଯାଉଛି, ଯାହା ଆଦୌ ଗ୍ରହଣୀୟ ନୁହେଁ । ପ୍ରତିଶୋଧ ରାଜନୀତିର ପରମ୍ପରା ସୃଷ୍ଟି କରାଯାଉଛି । ପ୍ରଶ୍ନ ପଚାରିବାର ଅଧିକାରକୁ ନାଲିଆଖି ଦେଖାଇ କ୍ଷୁଣ୍ଣ କରାଯାଉଛି ।

LEAVE A REPLY

Please enter your comment!
Please enter your name here

5,005FansLike
2,475FollowersFollow
12,700SubscribersSubscribe

Most Popular

HOT NEWS

Breaking