ରାଜଧାନୀରେ ସବୁ ସ୍କୁଲରେ କରାଯିବ ଡେଙ୍ଗୁ ସଚେତନତା କାର୍ଯ୍ୟକ୍ରମ
ଭୁବନେଶ୍ବର: ବିଏମସି(ଭୁବନେଶ୍ବର ମହାନଗର ନିଗମ) ପକ୍ଷରୁ ସବୁ ସ୍କୁଲରେ ଡେଙ୍ଗୁ ସଚେତନତା କାର୍ଯ୍ୟକ୍ରମ କରାଯିବ। ଛାତ୍ରଛାତ୍ରୀଙ୍କ ସମେତ ଶିକ୍ଷକ ଶିକ୍ଷୟତ୍ରୀଙ୍କୁ ଡେଙ୍ଗୁ ନେଇ ସଚେତନ କରାଯିବ। ସ୍କୁଲରେ ସଚେତନତା ବ୍ୟତୀତ ଘର ଘର ବୁଲି ସଚେତନତା କାର୍ଯ୍ୟକ୍ରମ ବଢ଼ାଇବା, ସଫେଇ ଏବଂ ଘର ଭିତର ସଫା ରଖିବାକୁ ପରାମର୍ଶ ଦେବ ବିଏମସି। ରାଜଧାନୀରେ ବଢୁଥିବା ଡେଙ୍ଗୁ ରୋଗୀଙ୍କ ସଂଖ୍ୟାକୁ ଦେଖି ବିଭିନ୍ନ ନିଷ୍ପତ୍ତି ନିଆଯାଇଛି। ଗତ ୧୦ ତାରିଖରୁ ଆରମ୍ଭ ହୋଇଥିବା ଘର ଘର ଅଭିଯାନରେ ଏଯାଏ … Continue reading ରାଜଧାନୀରେ ସବୁ ସ୍କୁଲରେ କରାଯିବ ଡେଙ୍ଗୁ ସଚେତନତା କାର୍ଯ୍ୟକ୍ରମ
Copy and paste this URL into your WordPress site to embed
Copy and paste this code into your site to embed