26.1 C
Bhubaneswar
Friday, September 20, 2024
Homeଓଡିଶା୧୬ ବର୍ଷରୁ କମ୍‌ ପିଲାଙ୍କୁ କୋଚିଂ ସେଣ୍ଟର ମନା

୧୬ ବର୍ଷରୁ କମ୍‌ ପିଲାଙ୍କୁ କୋଚିଂ ସେଣ୍ଟର ମନା

ଭୁବନେଶ୍ୱର : କୋଚିଂ ସେଣ୍ଟର ପାଇଁ ଗାଇଡାଲାଇନ୍ ଆଣିଲେ କେନ୍ଦ୍ର ସରକାର । ଛାତ୍ରାଛାତ୍ରୀଙ୍କ ସୁରକ୍ଷା, ସର୍ବନିମ୍ନ ମାନ ପାଇଁ ଗାଇଡଲାଇନ ଅଣାଗଲା । ୧୬ ବର୍ଷରୁ କମ୍ ବୟସ ପିଲାଙ୍କୁ ନେଇପାରିବେନି କୋଚିଂ ସେଣ୍ଟର । ମାଧ୍ୟମିକ ଶିକ୍ଷା ସମାପ୍ତ ପରେ ଜଣେ ପିଲା କୋଚିଂ ସେଣ୍ଟର ଯାଇପାରିବ । ଗ୍ରାଜୁଏସନ ଠାରୁ କମ୍ ଶିକ୍ଷାପ୍ରାପ୍ତ କୌଣସି ଶିକ୍ଷକ ରହିପାରିବେନି । ଭଲ ରାଙ୍କ କିମ୍ବା ମାର୍କ ନେଇ କୌଣସି ଲୋଭନୀୟ ପ୍ରତିଶ୍ରୁତି ମନା ।

ଯୌନ ଅପରାଧୀକୁ ୨୦ ବର୍ଷ ସଜା

LEAVE A REPLY

Please enter your comment!
Please enter your name here

5,005FansLike
2,475FollowersFollow
12,700SubscribersSubscribe

Most Popular

HOT NEWS

Breaking