27.1 C
Bhubaneswar
Saturday, June 22, 2024
Homeଓଡିଶାଜୁନ୍ ୩୦ ଯାଏଁ ସରକାରୀ କର୍ମଚାରୀଙ୍କ ଛୁଟି ମନା

ଜୁନ୍ ୩୦ ଯାଏଁ ସରକାରୀ କର୍ମଚାରୀଙ୍କ ଛୁଟି ମନା

ଭୁବନେଶ୍ୱର : ଜୁନ୍ ୩୦ ଯାଏଁ ସରକାରୀ କର୍ମଚାରୀଙ୍କ ଛୁଟି ମନା । ଏନେଇ ବିଭାଗୀୟ ସଚିବ ଓ ଜିଲ୍ଲାପାଳମାନଙ୍କୁ ଚିଠି । ସାଧାରଣ ପ୍ରଶାସନ ବିଭାଗ ଏସିଏସ୍‌ଙ୍କ ପକ୍ଷରୁ ଚିଠି ହେଲା । ନୂଆ ସରକାର ହେଉଥିବାରୁ ବିଭିନ୍ନ ସ୍ତରରେ କାର୍ଯ୍ୟକ୍ରମ ଚାଲିବ । ସେଥିପାଇଁ ୩୦ ପର୍ଯ୍ୟନ୍ତ କାହାରିକୁ ଛୁଟି ନଦେବାକୁ ନିର୍ଦ୍ଦେଶ । ହେଡକ୍ୱାର୍ଟର ନଛାଡିବାକୁ ମଧ୍ୟ ଅଧିକାରୀଙ୍କୁ ନିର୍ଦ୍ଦେଶ ଦିଆଯାଇଛି । ଏମିତିକି ସରକାରୀ ଛୁଟି ଦିନରେ ବି ଅନୁପସ୍ଥିତ ନରହିବାକୁ କୁହାଯାଇଛି । କେବଳ ସ୍ୱାସ୍ଥ୍ୟ ସମସ୍ୟା ଥିଲେ ଛୁଟି ପାଇଁ ଅନୁମତି ମିଳିବ ।

LEAVE A REPLY

Please enter your comment!
Please enter your name here

5,005FansLike
2,475FollowersFollow
12,700SubscribersSubscribe

Most Popular

HOT NEWS

Breaking