30.1 C
Bhubaneswar
Sunday, May 19, 2024
Homeଓଡିଶାପୁଣି ଲଘୁଚାପ ! ରାଜ୍ୟର ଅଧିକାଂଶ ସ୍ଥାନରେ ପ୍ରବଳ ବର୍ଷା ସମ୍ଭାବନା

ପୁଣି ଲଘୁଚାପ ! ରାଜ୍ୟର ଅଧିକାଂଶ ସ୍ଥାନରେ ପ୍ରବଳ ବର୍ଷା ସମ୍ଭାବନା

ଭୁବନେଶ୍ୱର : ପୁଣି ଲଘୁଚାପ ସମ୍ଭାବନା । ହୋଇପାରେ ପ୍ରବଳ ବର୍ଷା । ଆସନ୍ତା ୪ ତାରିଖରେ ଉତ୍ତର ପଶ୍ଚିମ ବଙ୍ଗୋପସାଗରରେ ଏକ ଲଘୁଚାପ ସୃଷ୍ଟିର ସମ୍ଭାବନା ରହିଛି । ଏହାର ପ୍ରଭାବରେ ରାଜ୍ୟର ଅଧିକାଂଶ ସ୍ଥାନରେ ପ୍ରବଳ ବର୍ଷା ସମ୍ଭାବନା ରହିଛି । ଏବେ ରାଜ୍ୟରେ ମୌସୁମୀ ସକ୍ରିୟ ରହିଛି । ତାପମାତ୍ରା କମିଲେ ବି ଗୁଳୁଗୁଳି ଅନୁଭୂତ ହେବ । ଆସନ୍ତା ୨ ଓ ୩ ତାରିଖ ବେଳକୁ ଦକ୍ଷିଣ ଓ ଉପକୂଳ ଓଡ଼ିଶାରେ ବିଜୁଳି ଘଡ଼ଘଡ଼ି ସହ ବର୍ଷା ହେବ । ରାଜ୍ୟରେ ଜୁନ ୨୮ ତାରିଖ ସୁଦ୍ଧା ୧୫୬.୧ ମିମି ବର୍ଷା ହୋଇଛି । ଯାହାକି ସ୍ୱାଭାବିକ ବର୍ଷା ୧୯୨.୩ ମିମି ତୁଳନାରେ ୧୯ ପ୍ରତିଶ କମ୍ ।

LEAVE A REPLY

Please enter your comment!
Please enter your name here

5,005FansLike
2,475FollowersFollow
12,700SubscribersSubscribe

Most Popular

HOT NEWS

Breaking