25.8 C
Bhubaneswar
Saturday, July 27, 2024
Homeଓଡିଶା୨୭ରେ ଲଘୁଚାପ, ୨୯ରେ ଅବପାତ !

୨୭ରେ ଲଘୁଚାପ, ୨୯ରେ ଅବପାତ !

ଭୁବନେଶ୍ୱର : ୨୭ ତାରିଖ ବେଳକୁ ଲଘୁଚାପ କ୍ଷେତ୍ର ସୃଷ୍ଟି ସମ୍ଭାବନା । ଦକ୍ଷିଣ-ପୂର୍ବ ବଙ୍ଗୋପସାଗରରେ ଲଘୁଚାପ କ୍ଷେତ୍ର ସୃଷ୍ଟି ସମ୍ଭାବନା । ୨୬ ତାରିଖ ବେଳକୁ ଘୂର୍ଣ୍ଣିବଳୟ ପ୍ରବେଶ କରିବା ସମ୍ଭାବନା । ପ୍ରଭାବରେ ୨୭ ତାରିଖ ବେଳକୁ ଲଘୁଚାପ କ୍ଷେତ୍ର ସୃଷ୍ଟି ହେବ । ଲଘୁଚାପ ସୃଷ୍ଟି ହୋଇ ପଶ୍ଚିମ-ଉତ୍ତର-ପଶ୍ଚିମ ଦିଗକୁ ଗତି କରିବ । ୨୯ ବେଳକୁ ଆହୁରି ଘନୀଭୂତ ହୋଇ ଅବପାତରେ ପରିଣତ ସମ୍ଭାବନା । ଏନେଇ ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ସୂଚନା ।

LEAVE A REPLY

Please enter your comment!
Please enter your name here

5,005FansLike
2,475FollowersFollow
12,700SubscribersSubscribe

Most Popular

HOT NEWS

Breaking