28.7 C
Bhubaneswar
Thursday, July 25, 2024
Homeଓଡିଶାସୃଷ୍ଟି ହେଲା ଲଘୁଚାପ

ସୃଷ୍ଟି ହେଲା ଲଘୁଚାପ

ଭୁବନେଶ୍ୱର : ବଙ୍ଗୋପସାଗରରେ ସୃଷ୍ଟି ହେଲା ଲଘୁଚାପ। ଏନେଇ ମଙ୍ଗଳବାର ପାଣିପାଗ ବିଭାଗ ପକ୍ଷରୁ ସୂଚନା ମିଳିଛି। ଘୂର୍ଣ୍ଣିବଳୟ ପ୍ରଭାବରେ ଲଘୁଚାପ କ୍ଷେତ୍ର ସୃଷ୍ଟି ହୋଇଛି। ଉତ୍ତରପଶ୍ଚିମ ବଙ୍ଗୋପସାଗର ପାଶ୍ୱର୍ବର୍ତ୍ତି ଅଞ୍ଚଳରେ ଲଘୁଚାପ କ୍ଷେତ୍ର ସୃଷ୍ଟି ହୋଇଛି। ଆଗାମୀ ୨ ଦିନ ଯାଏଁ ଉତ୍ତର ଓଡିଶା ଦେଇ ଗତି କରିବା ସମ୍ଭାବନା ରହିଛି। ଉତ୍ତର ଓଡିଶା ଦେଇ ପଶ୍ଚିମ-ଉତ୍ତର-ପଶ୍ଚିମ ଦିଗରେ ଗତି କରିବାର ସମ୍ଭାବନା ରହିଛି।

ଦେଶରେ ହୋଇନପାରେ ଆଗୁଆ ନିର୍ବାଚନ: ମୋଦି

LEAVE A REPLY

Please enter your comment!
Please enter your name here

5,005FansLike
2,475FollowersFollow
12,700SubscribersSubscribe

Most Popular

HOT NEWS

Breaking