21.1 C
Bhubaneswar
Saturday, February 7, 2026
Homeଓଡିଶାଇକୋ ରିଟ୍ରିଟ୍‌ ଉଦ୍‌ଘାଟନ କଲେ ଉପମୁଖ୍ୟମନ୍ତ୍ରୀ

ଇକୋ ରିଟ୍ରିଟ୍‌ ଉଦ୍‌ଘାଟନ କଲେ ଉପମୁଖ୍ୟମନ୍ତ୍ରୀ

କୋରାପୁଟ: କୋରାପୁଟ ଜିଲାର ସେମିଳିଗୁଡା ବ୍ଲକ ଅନ୍ତର୍ଗତ ଦୁଧାରୀ ପଞ୍ଚାୟତସ୍ଥିତ ପୁଟସିଲଠାରେ ଶନିବାର ଇକୋ ରିଟ୍ରିଟ୍‌ ୨୦୨୫ର ଆଭାସୀ ମାଧ୍ୟମରେ ରାଜ୍ୟ ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା ଆନୁଷ୍ଠାନିକ ଭାବେ ଉଦ୍‌ଘାଟନ କରିଛନ୍ତି। ପୁଟସିଲଠାରେ ପଟାଙ୍ଗୀ ବିଧାୟକ ରାମଚନ୍ଦ୍ର କାଡାମ ମୁଖ୍ୟ ଅତିଥି ଭାବେ ଯୋଗ ଦେଇଥିବାବେଳେ କୋରାପୁଟ ଜିଲାପାଳ ମନୋଜ ସତ୍ୟବାନ ମହାଜନ, ଅତିରିକ୍ତ ଜିଲାପାଳ ତପନ କୁମାର ନାୟକ, ଜିଲାପରିଷଦ ମୁଖ୍ୟ ଉନ୍ନୟନ ଅଧିକାରୀ ତଥା ନିର୍ବାହୀ ଅଧିକାରୀ ବେଣୁଧର ଶବର, ସେମିଳିଗୁଡ଼ା ଗୋଷ୍ଠୀ ଉନୟନ ଅଧିକାରୀ ଉପସ୍ଥିତ ଥିଲେ ।ଏହି ଇକୋ ରିଟ୍ରିଟ୍‌ ଆଜିଠାରୁ ପର୍ଯ୍ୟଟକଙ୍କ ପାଇଁ ଆସନ୍ତା ଫେବୃଆରୀ ମାସ ପର୍ଯ୍ୟନ୍ତ ଖୋଲା ରହିବ। ସମୁଦାୟ ୨୫ଟି ସୁଟ ରହିଛି। ପଞ୍ଚତାରକା ହୋଟେଲର ସୁବିଧା ଏଠି ପର୍ଯ୍ୟଟକମାନେ ପାଇପାରିବେ ବୋଲି ଜିଲାପାଳ ପ୍ରକାଶ କରିଥିଲେ।

5,005FansLike
2,475FollowersFollow
12,700SubscribersSubscribe

HOT NEWS

Breaking