13.1 C
Bhubaneswar
Sunday, December 7, 2025
Homeଓଡିଶାବନ୍ୟାଞ୍ଚଳ ବୁଲି ପରିଦର୍ଶନ କଲେ ଉପମୁଖ୍ୟମନ୍ତ୍ରୀ

ବନ୍ୟାଞ୍ଚଳ ବୁଲି ପରିଦର୍ଶନ କଲେ ଉପମୁଖ୍ୟମନ୍ତ୍ରୀ

ବାଲେଶ୍ବର: ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା ଗୁରୁବାର ବାଲେଶ୍ୱର ଜିଲ୍ଲା ଗସ୍ତରେ ଯାଇ ଆକାଶ ମାର୍ଗରୁ ବନ୍ୟା କ୍ଷତିଗ୍ରସ୍ତ ଅଞ୍ଚଳ ବୁଲି ଦେଖିଛନ୍ତି । ବନ୍ୟା ଯୋଗୁ ଜିଲ୍ଲାର ୬ଟି ବ୍ଲକ୍‌ର ୧୫୪ ଗ୍ରାମ ଏବଂ ଜଳେଶ୍ୱର ପୌରପାଳିକାର ୮ଟି ୱାର୍ଡ ବନ୍ୟାଜଳରେ ପ୍ରଭାବିତ ହୋଇଛି। ଭୋଗରାଇ, ବାଲିଆପାଳ, ବସ୍ତା, ଜଳେଶ୍ୱର, ବାଲେଶ୍ୱର ସଦର ଓ ରେମୁଣାରେ ବନ୍ୟାଜଳରେ ପ୍ରଭାବିତ ହେଉଛି।  ଲୋକଙ୍କୁ ସୁରକ୍ଷିତ ସ୍ଥାନକୁ ସ୍ଥାନାନ୍ତର ଏବଂ ଖାଦ୍ୟ ଯୋଗାଣ ଆଦି ପଦକ୍ଷେପ ସହ ଉଦ୍ଧାର କାର୍ଯ୍ୟ ପାଇଁ ଓଡ୍ରାଫ୍‌ ଓ ଅଗ୍ନିଶମ ବାହିନୀଙ୍କୁ ନିୟୋଜିତ କରାଯାଇଛି।

LEAVE A REPLY

Please enter your comment!
Please enter your name here

5,005FansLike
2,475FollowersFollow
12,700SubscribersSubscribe

Most Popular

HOT NEWS

Breaking