30.1 C
Bhubaneswar
Monday, February 16, 2026
Homeଓଡିଶାଭିଜିଲାନ୍ସ ଜାଲରେ ମତ୍ସ୍ୟ ସମ୍ପଦ ବିଭାଗ ଉପ ନିର୍ଦ୍ଦେଶକ

ଭିଜିଲାନ୍ସ ଜାଲରେ ମତ୍ସ୍ୟ ସମ୍ପଦ ବିଭାଗ ଉପ ନିର୍ଦ୍ଦେଶକ

ଭୁବନେଶ୍ୱର: ସରକାରୀ ଟଙ୍କା ହଡପ ଅଭିଯୋଗରେ ଭିଜିଲାନ୍ସ ଜାଲରେ ମତ୍ସ୍ୟ ସମ୍ପଦ ବିଭାଗ ଉପ ନିର୍ଦ୍ଦେଶକ । ପ୍ରାୟ ୧ କୋଟି ୫ ଲକ୍ଷ ଟଙ୍କା ହଡ଼ପ ଅଭିଯୋଗରେ ଚାଲିଛି ଭିଜିଲାନ୍ସର ଚଢ଼ଉ। ଡେପୁଟି ଡ଼ାଇରେକ୍ଟର ବସନ୍ତ କୁମାର ଦାସଙ୍କ ପୁରୁଣା ଭୁବନେଶ୍ୱର ସ୍ଥିତ ଭଡାଘର, ପୁରୀ ତୋଟା ମହାବୀର ଲେନ ସ୍ଥିତ ଘର ପୁରୀ ଜିଲ୍ଲା ଗୋରୁଳା ନିକଟ ଫାର୍ମହାଉସ, ଭଦ୍ରକ ଜିଲ୍ଲା ଗୋବିନ୍ଦପୁର ସ୍ଥିତ ପୈତୃକ ଘର, କଟକସ୍ଥିତ ଅଫିସରେ ଭିଜିଲାନ୍ସର ଚଢ଼ଉ ଚାଲିଛି। ସରକାରୀ ଆକାଉଣ୍ଟରୁ ନିଜ ଆକାଉଣ୍ଟକୁ ଟଙ୍କା ଟ୍ରାନ୍ସଫର ନେଇ ଭିଜିଲାନ୍ସ ନିକଟରେ ପୂର୍ବରୁ ଥିବା ଅଭିଯୋଗ ଆଧାରରେ ଚଢ଼ଉ କରିଛି ଭିଜିଲାନ୍ସ।

5,005FansLike
2,475FollowersFollow
12,700SubscribersSubscribe

HOT NEWS

Breaking