୨୦୪୭ ସୁଦ୍ଧା ‘ବିକଶିତ ଭାରତ’ ଲକ୍ଷ୍ୟ ହାସଲ ହେବ: ପ୍ରଧାନମନ୍ତ୍ରୀ

ନୂଆଦିଲ୍ଲୀ: ସୋମବାର ଠାରୁ ଆରମ୍ଭ ହୋଇଛି ସଂସଦର ମୌସୁମୀ ଅଧିବେଶନ । ଏହି ଅବସରରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଅଭିଭାଷଣ ଦେବା ସହିତ ଆଗାମୀ ୨୦୪୭ ସୁଦ୍ଧା ବିକଶିତ ଭାରତ ଲକ୍ଷ୍ୟ ପୂରଣ ହେବ ବୋଲି କହିଛନ୍ତି । ମୋଦୀ କହିଛନ୍ତି, ୬୦ ବର୍ଷ ପରେ କୌଣସି ସରକାର ୩ୟ ଥର ଲାଗି ଲଗାତର କ୍ଷମତାକୁ ଆସିଛି ଏବଂ ୩ୟ ଥର ଲାଗି ପ୍ରଥମ ବଜେଟ ଉପସ୍ଥାପନ କରିବାକୁ ଯାଉଛି । ଅମୃତ କାଳ ପାଇଁ ଏହି … Continue reading ୨୦୪୭ ସୁଦ୍ଧା ‘ବିକଶିତ ଭାରତ’ ଲକ୍ଷ୍ୟ ହାସଲ ହେବ: ପ୍ରଧାନମନ୍ତ୍ରୀ